Verse of the dayକାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ବରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି। ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।Colossians 3:3 ପୋଟ ସିରିଙ୍ଗ୍ ଭିଡିଓ